କାଲିଠୁ ଖୋର୍ଦ୍ଧା ଜିଲ୍ଲାରେ ସକାଳ ୬ଟା ୩୦ରୁ ୯ଟା ୩୦ ଯାଏଁ ସ୍କୁଲ
ଭୁବନେଶ୍ୱର, ୨୩ ଏପ୍ରିଲ (ହି.ସ)- ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟ ପରିବର୍ତନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସବୁ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗ
କାଲିଠୁ ଖୋର୍ଦ୍ଧା ଜିଲ୍ଲାରେ ସକାଳ ୬ଟା ୩୦ରୁ ୯ଟା ୩୦ ଯାଏଁ ସ୍କୁଲ


ଭୁବନେଶ୍ୱର, ୨୩ ଏପ୍ରିଲ (ହି.ସ)- ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟ ପରିବର୍ତନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସବୁ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ସକାଳ ସାଢେ ୬ରୁ ସାଢେ ୯ଟା ପର୍ଯ୍ୟନ୍ତ ଚାଲୁ ରଖିବାକୁ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande