
ଭୁବନେଶ୍ୱର, 23 ଏପ୍ରିଲ (ହି.ସ)-
ଯଦି କେଉଁଠି ସ୍କୁଲରେ ନିମ୍ନ ମାନର ଖାଦ୍ୟ ଦିଆଯାଉଛି, ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି
ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ଯେଉଁଠି ଅଭିଯୋଗ ଆସିବ ତଦନ୍ତ ହୋଇ ସମ୍ପୃକ୍ତ ଶିକ୍ଷକ
ଏବଂ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା