ମୃତ ହୋମଗାର୍ଡଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୪ ଏପ୍ରିଲ (ହି.ସ) - ଭୁବନେଶ୍ୱର ଅର୍ବାନ ପୋଲିସ ଜିଲ୍ଲାରେ ହୋମଗାର୍ଡ ଭାବେ କାର୍ଯ୍ୟରତ ପ୍ରଦୀପ ମାର୍ଥାଙ୍କ ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍
mohan majhi


ଭୁବନେଶ୍ୱର, ୨୪ ଏପ୍ରିଲ (ହି.ସ) - ଭୁବନେଶ୍ୱର ଅର୍ବାନ ପୋଲିସ ଜିଲ୍ଲାରେ ହୋମଗାର୍ଡ ଭାବେ କାର୍ଯ୍ୟରତ ପ୍ରଦୀପ ମାର୍ଥାଙ୍କ ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଦୁଃଖଦ ସମୟରେ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।ମୃତ ହୋମଗାର୍ଡଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪ ଏପ୍ରିଲ (ହି.ସ) - ଭୁବନେଶ୍ୱର ଅର୍ବାନ ପୋଲିସ ଜିଲ୍ଲାରେ ହୋମଗାର୍ଡ ଭାବେ କାର୍ଯ୍ୟରତ ପ୍ରଦୀପ ମାର୍ଥାଙ୍କ ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଦୁଃଖଦ ସମୟରେ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande