ଗୋଆ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ଏପ୍ରିଲ୍ (ହି.ସ.)- ଗୋଆ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଗୋଆର ମୁଖ୍ୟମନ୍ତ୍ରୀ ଡା. ପ୍ରମୋଦ ପି. ସାୱନ୍ତ ଜୀଙ୍କୁ ଜନ୍ମଦିନର ହ
ଗୋଆ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 24 ଏପ୍ରିଲ୍ (ହି.ସ.)- ଗୋଆ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଗୋଆର ମୁଖ୍ୟମନ୍ତ୍ରୀ ଡା. ପ୍ରମୋଦ

ପି. ସାୱନ୍ତ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ

ସୁସ୍ୱାସ୍ଥ୍ୟ, ଜ୍ଞାନ ଓ

ଲୋକମାନଙ୍କ ସେବା କରିବା ପାଇଁ ଅବିରତ ଶକ୍ତି ଓ ଦୂରଦୃଷ୍ଟି ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande