ଜାତୀୟ ପଞ୍ଚାୟତିରାଜ ଦିବସର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ଏପ୍ରିଲ୍ (ହି.ସ.)- ଜାତୀୟ ପଞ୍ଚାୟତିରାଜ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭ
ପଂଚାୟତିରାଜ


ଭୁବନେଶ୍ୱର, 24 ଏପ୍ରିଲ୍ (ହି.ସ.)- ଜାତୀୟ

ପଞ୍ଚାୟତିରାଜ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ

ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆସନ୍ତୁ ଏହି ବ୍ୟବସ୍ଥାକୁ ଆହୁରି ସୁଦୃଢ କରି, ଗ୍ରାମୀଣ ଶାସନକୁ ସ୍ୱଚ୍ଛ, ସକ୍ରିୟ ଓ ସମାବେଶୀ କରିବା ପାଇଁ ସମସ୍ତେ ମିଶି କାମ କରିବା। ଆମର

ଏହି ସଂକଳ୍ପ ଏକ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନର ସ୍ଵପ୍ନକୁ ସାକାର ରୂପ ଦେବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande