ରାଷ୍ଟ୍ରୀୟ ପଞ୍ଚାୟତି ରାଜ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 24 ଏପ୍ରିଲ୍ (ହି.ସ.)- ରାଷ୍ଟ୍ରୀୟ ପଞ୍ଚାୟତି ରାଜ ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କ୍ଷମତାର ବିକେନ୍ଦ୍ରୀକରଣ ସହ ତୃଣମୂଳ ସ୍ତରରେ ଗଣତାନ୍ତ୍ରିକ ଶାସନ ପହ
ପଂଚାୟତରାଜ


ଭୁବନେଶ୍ୱର, 24 ଏପ୍ରିଲ୍ (ହି.ସ.)- ରାଷ୍ଟ୍ରୀୟ

ପଞ୍ଚାୟତି ରାଜ ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ

ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କ୍ଷମତାର ବିକେନ୍ଦ୍ରୀକରଣ ସହ ତୃଣମୂଳ

ସ୍ତରରେ ଗଣତାନ୍ତ୍ରିକ ଶାସନ ପହଞ୍ଚାଇଛି ପଞ୍ଚାୟତିରାଜ ଶାସନ ବ୍ୟବସ୍ଥା । ରାଷ୍ଟ୍ରୀୟ

ପଞ୍ଚାୟତିରାଜ ଦିବସ ଅବସରରେ ହାର୍ଦ୍ଦିକ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande