ଭୁବନେଶ୍ୱର, ୨୪ ଏପ୍ରିଲ (ହି.ସ) - ଆସନ୍ତା ମେ' ୧୧ରୁ ରବି ଋତୁ ଧାନକିଣା ପ୍ରକ୍ରିୟା ଆରମ୍ଭ ହେବ। ବରଗଡ଼ ଜିଲ୍ଲାରୁ ରବି ଋତୁ ଧାନକିଣା ଆରମ୍ଭ କରାଯିବ। ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତି ନିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା
26 Apr 2026
ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.)ଭୁବନେଶ୍ୱର- ମହାନ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ପୁଣ୍ୟତିଥିରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମହାନ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ପୁଣ୍..
କନ୍ଧମାଳ, ୨୬ ଏପ୍ରିଲ୍ (ହି.ସ.)- ଲାଗିଲା କାଳିଆର ଡୋରୀ । ଘୋଷ ଯାତ୍ରା ପାଇଁ ବାହାରିଲା କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରୁ ରଥକାଠ । ପ୍ରଥମଥର ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ବନାଞ୍ଚଳରୁ ପୁରୀ ଅଭିମୁଖେ ବାହାରିଛି ରଥ ନିର୍ମାଣ ପାଇଁ ୪୦ ଫୁଟ ଲମ୍ବର ୨୩ ଖଣ୍ଡ ଧଉରା ..
ମାଲକାନଗିରି, ୨୬ ଏପ୍ରିଲ୍ (ହି.ସ.)- ମାଲକାନଗିରି ଜିଲ୍ଲା ସଦରମହକୁମା ପୂର୍ବତନ ବୋର୍ଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳ ସମ୍ମିଳନୀ ଆନୁକୂଲ୍ୟରେ ସଭାପତି ଦୁଷ୍ମନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଓଡ଼ିଶାର ବରପୁତ୍ର ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍..
ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.)- ରାଜ୍ୟର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦ..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha