ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ, ପରବର୍ତୀ ଦୁଇ ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ
ଭୁବନେଶ୍ୱର, ୨୫ ଅପ୍ରେଲ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାର ପରବର୍ତୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ, ପରବର୍ତୀ ଦୁଇ ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ

ଭୁବନେଶ୍ୱର, ୨୫ ଅପ୍ରେଲ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାର ପରବର୍ତୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande