ଉପ-ବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 25 ଏପ୍ରିଲ୍ (ହି.ସ.)- ଉପ-ବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତଳସରାର ଲୋକପ୍ରିୟ ବିଧାୟକ ତଥା ଓଡ଼ିଶା ବିଧାନସଭାର ଉପ-ବାଚସ୍ପତି
ଉପ-ବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ     ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 25 ଏପ୍ରିଲ୍ (ହି.ସ.)- ଉପ-ବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତଳସରାର ଲୋକପ୍ରିୟ ବିଧାୟକ ତଥା ଓଡ଼ିଶା ବିଧାନସଭାର ଉପ-ବାଚସ୍ପତି

ଶ୍ରୀ ଭବାନୀ ଶଙ୍କର ଭୋଇଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ,ନିରୋଗ ଓ ଦୀର୍ଘାୟୁ

କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande