
ଭୁବନେଶ୍ୱର, 25 ଏପ୍ରିଲ୍ (ହି.ସ.)- ଉପ-ବାଚସ୍ପତି ତଥା ତଳସରାର ବିଧାୟକଙ୍କୁ ଜନ୍ମଦିନର
ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡିଶା ବିଧାନସଭାର ଉପ-ବାଚସ୍ପତି ତଥା ତଳସରାର ଲୋକପ୍ରିୟ
ବିଧାୟକ ଶ୍ରୀ ଭବାନୀ ଶଙ୍କର ଭୋଇଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆପଣଙ୍କ
ନେତୃତ୍ୱରେ ତଳସରା ନିର୍ବାଚନ ମଣ୍ଡଳୀରେ ପ୍ରଗତି ଜାରି ରହୁ। ମା' ସମଲେଇଙ୍କ ନିକଟରେ
ଆପଣଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା