କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 26 ଏପ୍ରିଲ (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୟନ୍ତୀ ଅବସରରେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପ
ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 26 ଏପ୍ରିଲ (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୟନ୍ତୀ ଅବସରରେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande