ଗତ ୨୪ ଘଂଟା ମଧ୍ୟରେ କେନ୍ଦୁଝରଗଡ଼ରେ ୧.୬ ମି.ମି. ବର୍ଷା ରେକର୍ଡ଼ : କେନ୍ଦୁଝରରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୨୬ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେନ୍ଦୁଝର ଜିଲ୍ଲାର କେନ୍ଦୁଝରଗଡ଼ରେ ୧.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଆଜି ଭୋର୍ ସମୟରେ କେନ୍ଦୁଝରରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବ
ଗତ ୨୪ ଘଂଟା ମଧ୍ୟରେ କେନ୍ଦୁଝରଗଡ଼ରେ ୧.୬ ମି.ମି. ବର୍ଷା ରେକର୍ଡ଼ : କେନ୍ଦୁଝରରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୨୬ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେନ୍ଦୁଝର ଜିଲ୍ଲାର କେନ୍ଦୁଝରଗଡ଼ରେ ୧.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଆଜି ଭୋର୍ ସମୟରେ କେନ୍ଦୁଝରରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande