ଆସନ୍ତା କାଲି ସୋମବାର ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ
ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.) - ଆସନ୍ତା କାଲି ସୋମବାର ( ଏପ୍ରିଲ ୨୭ ତାରିଖ) ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ନିକଟରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ
ଆସନ୍ତା କାଲି ସୋମବାର     ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ


ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.) - ଆସନ୍ତା କାଲି ସୋମବାର ( ଏପ୍ରିଲ ୨୭ ତାରିଖ)

ଭୁବନେଶ୍ୱର ୟୁନିଟ-୨, ଅଶୋକ

ନଗର ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ନିକଟରେ ଅନୁଷ୍ଠିତ ହେବାକୁ

ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସ୍ଥଗିତ ରହିବ। ପ୍ରବଳ ଗ୍ରୀଷ୍ମ

ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ

ପକ୍ଷରୁ ସୂଚନା ଦିଆଯାଇଛି l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande