
ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.)-ବିଜେପି ରାଜ୍ୟ
ସଭାପତି ତଥା ସାଂସଦ ଶ୍ରୀ ମନମୋହନ ସାମଲ ଭୁବନେଶ୍ୱର ଡୁମଡୁମା ସ୍ଥିତ ଖଣ୍ଡୁଆଳ ମନ୍ଦିର
ପରିସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି
। ଏହି ଅବସରରେ ବିଧାୟକ ଶ୍ରୀ ବାବୁ ସିଂ, ଭୁବନେଶ୍ୱର ସାଂଗଠନିକ ଜିଲ୍ଲାର ସଭାପତି ଶ୍ରୀ ନିରଞ୍ଜନ ମିଶ୍ର, ରାଜ୍ୟ ସମ୍ପାଦକ ଶ୍ରୀ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା