ବିଧାନସଭା ପରିସରରେ ପାଳିତ ହେବ ମଧୁସୂଦନ ଦାସଙ୍କ ଜୟନ୍ତୀ
ଭୁବନେଶ୍ୱର, 27 ଏପ୍ରିଲ (ହି.ସ.) ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହେବ l ବିଧାନସଭା ସଚିବାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ବହୁ ମାନ୍ୟ
ବିଧାନସଭା ପରିସରରେ ପାଳିତ ହେବ ମଧୁସୂଦନ ଦାସଙ୍କ ଜୟନ୍ତୀ


ଭୁବନେଶ୍ୱର, 27 ଏପ୍ରିଲ (ହି.ସ.) ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହେବ l ବିଧାନସଭା ସଚିବାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ମଧୁସୂଦନ ଦାଶଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ l

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande