୨୭ ଓ ୨୮ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ
ଭୁବନେଶ୍ୱର, ୨୭ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ଓ ଗରମ ରାତି ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୭ ଓ ୨୮ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ହିଟ୍ ୱେଭ୍ ନେଇ ୨୭ ତାରିଖ ୬ ଜିଲ୍ଲା(ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ନୟାଗଡ଼, ବଲାଙ୍ଗିର, କଳାହାଣ୍ଡି
୨୭ ଓ ୨୮ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ-୨


୨୭ ଓ ୨୮ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ


ଭୁବନେଶ୍ୱର, ୨୭ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ଓ ଗରମ ରାତି ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୭ ଓ ୨୮ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ହିଟ୍ ୱେଭ୍ ନେଇ ୨୭ ତାରିଖ ୬ ଜିଲ୍ଲା(ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ନୟାଗଡ଼, ବଲାଙ୍ଗିର, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ହିଟ୍ ୱେଭ୍ ନେଇ ୨୮ ତାରିଖ ୬ ଜିଲ୍ଲା (ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ନୟାଗଡ଼, ବଲାଙ୍ଗିର, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande