ଗତ ୨୪ ଘଂଟା ମଧ୍ୟରେ ରେକର୍ଡ ହୋଇଥିବା ବର୍ଷା : ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼଼
ଭୁବନେଶ୍ୱର, ୨୭ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରେ ହାଲୁକା ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼଼ର୍
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ସର୍ବାଧିକ ୧୮.୦ ମି.ମି. ବର୍ଷା  ରେକର୍ଡ଼଼


ଭୁବନେଶ୍ୱର, ୨୭ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରେ ହାଲୁକା ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼଼ର୍ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୧୬.୦ ମି.ମି., ବାଲିମୁଣ୍ଡଳିରେ ୧୫.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରେ ୧୪.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ତିରିଂରେ ୧୨.୨ ମି.ମି., ବାରିପଦାରେ ୪.୬ ମି.ମି., ଶାମାଖୁଂଟାରେ ୪.୩ ମି.ମି., ଚନ୍ଦନପୁରରେ ୦.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande