
ଭୁବନେଶ୍ୱର, 27 ଏପ୍ରିଲ୍ (ହି.ସ.)- ପଦ୍ମଭୂଷଣ ମନୋଜ ଦାସଙ୍କ ପୁଣ୍ୟତିଥିରେ ତାଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ସାରସ୍ୱତ ସାଧକ, ଦାର୍ଶନିକ ତଥା
ସୁବକ୍ତା ପଦ୍ମଭୂଷଣ ମନୋଜ ଦାସଙ୍କ ପୁଣ୍ୟତିଥି ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା