ଜୟନ୍ତୀରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 28 ମଇ (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜୟନ୍ତୀ ଅବସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ ''ଉତ୍କଳ ଗୌରବ'' ମଧୁସୂଦନ ଦାସଙ୍କ ଜୟ
ଜୟନ୍ତୀରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 28 ମଇ (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜୟନ୍ତୀ ଅବସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ 'ଉତ୍କଳ ଗୌରବ' ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande