ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରେ ପୁଷ୍ପମାଲ୍ୟାର୍ପଣ
ଜୟପୁର, ୨୮ ଏପ୍ରିଲ୍ (ହି.ସ.)- ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରେ ଉପଲକ୍ଷେ କୋରାପୁଟ ଗୋପବନ୍ଧୁ ପାର୍କ ଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା I ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, ଉପଜିଲ୍ଲାପାଳ ପ୍ରେମ
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରେ  ପୁଷ୍ପମାଲ୍ୟାର୍ପଣ


ଜୟପୁର, ୨୮ ଏପ୍ରିଲ୍ (ହି.ସ.)- ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରେ ଉପଲକ୍ଷେ କୋରାପୁଟ ଗୋପବନ୍ଧୁ ପାର୍କ ଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା I ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, ଉପଜିଲ୍ଲାପାଳ ପ୍ରେମ ଲାଲ ହିଆଲ, କୋରାପୁଟ ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ରାଧା ରାଣୀ ସରକାର ଓ ସହରର ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ସ୍ମୃତି ଚାରଣ କରିଥିଲେ I

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande