ବିଧାନସଭା ପରିସରରେ ଆଜି ପାଳିତ ହେବ ମଧୁସୂଦନ ଦାସଙ୍କ ଜୟନ୍ତୀ
ଭୁବନେଶ୍ୱର, 28 ଏପ୍ରିଲ (ହି.ସ.) ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହେବ l ବିଧାନସଭା ସଚିବାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ବହୁ ମାନ୍ୟ
ବିଧାନସଭା ପରିସରରେ ଆଜି ପାଳିତ ହେବ ମଧୁସୂଦନ ଦାସଙ୍କ ଜୟନ୍ତୀ


ଭୁବନେଶ୍ୱର, 28 ଏପ୍ରିଲ (ହି.ସ.) ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହେବ l ବିଧାନସଭା ସଚିବାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ମଧୁସୂଦନ ଦାଶଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ l

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande