କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର, , 28 ମଇ (ହି.ସ.) ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ------------
କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ


କେନ୍ଦୁଝର, , 28 ମଇ (ହି.ସ.) ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande