ଅପରାହ୍ନ ସାଢେ ୨ ଟା ସୁଦ୍ଧା ଝାରସୁଗୁଡା ସବୁଠୁ ଉତପ୍ତ ସହର
ଭୁବନେଶ୍ୱର, ୨୯ ଏପ୍ରିଲ (ହି.ସ.)- ସାରା ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଛି। ପଶ୍ଚିମ ଓଡ଼ିଶାରୁ ଆରମ୍ଭ କରି ଉପକୂଳ ପର୍ଯ୍ୟନ୍ତ ସବୁଠି ତାତି । ଆଜି ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତପ୍ତ ସହର ପାଲଟିଛି। ବୁଧବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ୪୨ ଡିଗ୍ରୀ ସେଲସିୟସ୍ ତାପ
The maximum temperature in the state will increase by 3 to 5 degrees Celsius in the next 7 days


ଭୁବନେଶ୍ୱର, ୨୯ ଏପ୍ରିଲ (ହି.ସ.)- ସାରା ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଛି। ପଶ୍ଚିମ ଓଡ଼ିଶାରୁ ଆରମ୍ଭ କରି ଉପକୂଳ ପର୍ଯ୍ୟନ୍ତ ସବୁଠି ତାତି । ଆଜି ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତପ୍ତ ସହର ପାଲଟିଛି। ବୁଧବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ୪୨ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ରାଉରକେଲା ୪୧, ସମ୍ବଲପୁର ୩୯.୨, ହୀରାକୁଦ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ ହୋଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande