ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 29 ଏପ୍ରିଲ୍ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସମାଜସେବୀ ତଥା ସ୍ୱା
ଗୋପବନ୍ଧୁ


ଭୁବନେଶ୍ୱର, 29 ଏପ୍ରିଲ୍ (ହି.ସ.)- ସ୍ୱାଧୀନତା

ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ମହାନ ସମାଜସେବୀ ତଥା ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ପୁଣ୍ୟତିଥିରେ

ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ସମାଜ ସଂସ୍କାରକ, ସେବା ଓ ତ୍ୟାଗର ଜ୍ୱଳନ୍ତ ପ୍ରତିମୂର୍ତ୍ତି ଭାବେ ସେ ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande