ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande