
ଭୁବନେଶ୍ୱର, 03 ଏପ୍ରିଲ୍ (ହି.ସ.)- ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀ
ଦୁଷ୍ମନ୍ତ କୁମାର ସ୍ୱାଇଁଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ସର୍ବଦା
ସୁସ୍ଥ ଓ ନିରୋଗ ରହି ଜନସେବାରେ ବ୍ରତୀ ରୁହନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା