ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 03 ଏପ୍ରିଲ୍ (ହି.ସ.)- ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଖଣ୍ଡପଡ଼ା ବିଧାୟକ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁଙ୍କୁ
ଦୁଷ୍ମନ୍ତ


ଭୁବନେଶ୍ୱର, 03 ଏପ୍ରିଲ୍ (ହି.ସ.)- ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଖଣ୍ଡପଡ଼ା ବିଧାୟକ ଶ୍ରୀ ଦୁଷ୍ମନ୍ତ କୁମାର

ସ୍ୱାଇଁଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଶୁଭକାମନା। ଆପଣଙ୍କ ନେତୃତ୍ୱରେ ଖଣ୍ଡପଡା

ନିର୍ବାଚନ ମଣ୍ଡଳୀ ନୂତନ ଶିଖରରେ ପହଞ୍ଚୁ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ

ନିରାମୟ ଓ ସୁଖମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande