
ଭୁବନେଶ୍ୱର , ୦୩ ଏପ୍ରିଲ (ହି.ସ)- ଆସନ୍ତାକାଲି (ଶନିବାର) ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ ପାଳନ କରାଯିବ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା