ପ୍ରଦୀପ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 03 ଏପ୍ରିଲ୍ (ହି.ସ.)- ପ୍ରଦୀପ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବ୍ରହ୍ମପୁର ଲୋକସଭା ନିର୍ବାଚନମଣ୍ଡଳୀର ଲୋକପ୍ରିୟ ସାଂସଦ ପ୍ରଦୀପ ପ
ପ୍ରଦୀପ


ଭୁବନେଶ୍ୱର, 03 ଏପ୍ରିଲ୍ (ହି.ସ.)- ପ୍ରଦୀପ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି

ପରିଡା କହିଛନ୍ତି ଯେ, ବ୍ରହ୍ମପୁର ଲୋକସଭା ନିର୍ବାଚନମଣ୍ଡଳୀର ଲୋକପ୍ରିୟ ସାଂସଦ ପ୍ରଦୀପ

ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭ ଅବସରରେ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’

ବୁଢ଼ୀ ଠାକୁରାଣୀଙ୍କ ନିକଟରେ ଆପଣଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande