
ଭୁବନେଶ୍ୱର, ୫ ଅପ୍ରେଲ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଅର୍ଥାତ୍ ୫ ତାରିଖ ସକାଳ ଠାରୁ ଆସନ୍ତା ୧୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ