ଦେଶର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ବାବୁ ଜଗଜୀବନ ରାମଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ରାଜ୍ୟପାଳ
ଭୁବନେଶ୍ୱର, 05 ଏପ୍ରିଲ୍ (ହି.ସ.)- ଦେଶର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ବାବୁ ଜଗଜୀବନ ରାମଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିବଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ବାବୁ ଜଗଜୀବନ ରାମଙ୍କ ଜୟନ୍ତୀରେ ତାଙ୍କୁ
ଦେଶର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ     ବାବୁ ଜଗଜୀବନ ରାମଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ରାଜ୍ୟପାଳ


ଭୁବନେଶ୍ୱର, 05 ଏପ୍ରିଲ୍ (ହି.ସ.)- ଦେଶର ପୂର୍ବତନ ଉପ

ପ୍ରଧାନମନ୍ତ୍ରୀ ବାବୁ ଜଗଜୀବନ ରାମଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ରାଜ୍ୟପାଳ

ଡ.ହରିବାବୁ କମ୍ଭମପତି । ଏନେଇ ସୋସିବଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ବାବୁ

ଜଗଜୀବନ ରାମଙ୍କ ଜୟନ୍ତୀରେ ତାଙ୍କୁ କୋଟି କୋଟି ପ୍ରଣାମ । ସେ ତାଙ୍କ ଜୀବନ ବଂଚିତ ଓ

ଦୁର୍ବଳବର୍ଗଙ୍କ ଉତ୍ଥାନ ପାଇଁ ସମର୍ପିତ କରିଥିଲେ । ସାମାଜିକ ନ୍ୟାୟ ଓ ସମାନ ଅଧିକାର ପାଇଁ

ତାଙ୍କ ସଂଘର୍ଷ ଆମ ସମସ୍ତଙ୍କ ପାଇଁ ପ୍ରେରଣାସ୍ରୋତ ଅଟେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande