ବିଧାୟକ ଶ୍ରୀ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 05 ଏପ୍ରିଲ୍ (ହି.ସ.)- ବିଧାୟକ ଶ୍ରୀ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ
ପ୍ରଦ୍ୟୁମ୍ନ


ଭୁବନେଶ୍ୱର, 05 ଏପ୍ରିଲ୍ (ହି.ସ.)- ବିଧାୟକ ଶ୍ରୀ

ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭଞ୍ଜନଗର ନିର୍ବାଚନ

ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ

ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ସର୍ବଦା ସୁସ୍ଥ ଓ ନିରୋଗ

ରହି ଜନସେବାରେ ବ୍ରତୀ ରୁହନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande