ପ୍ରଦୀପ ପୁରୋହିତଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 05 ଏପ୍ରିଲ୍ (ହି.ସ.)- ପ୍ରଦୀପ ପୁରୋହିତଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ଜନ୍ମଦିବସର ଅନେକ ଅନେକ ଶ
ପ୍ରଦୀପ


ଭୁବନେଶ୍ୱର, 05 ଏପ୍ରିଲ୍ (ହି.ସ.)- ପ୍ରଦୀପ ପୁରୋହିତଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ

ଜନ୍ମଦିବସର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ଶୁଭ ଅବସରରେ ମା' ସମଲେଶ୍ବରୀଙ୍କ ନିକଟରେ ଆପଣଙ୍କ ସୁସ୍ଥ ଓ ଦୀର୍ଘାୟୁ ଜୀବନ କାମନା

କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande