
ଭୁବନେଶ୍ୱର, 05 ଏପ୍ରିଲ୍ (ହି.ସ.)- ପ୍ରଦୀପ ପୁରୋହିତଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବରଗଡ଼ର ଜନପ୍ରିୟ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ
ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ
ନୃସିଂହନାଥଙ୍କ କୃପାରୁ ଆପଣ ସର୍ବଦା ସୁସ୍ଥ, ସୁଖୀ ଓ ନିରୋଗ ରୁହନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା