ରାଜ୍ୟ କାର୍ଯ୍ୟାଳୟରେ ବିଜେପି ସ୍ଥାପନା ଦିବସ ପାଳିତ
ଭୁବନେଶ୍ୱର, ୦୬ ଏପ୍ରିଲ (ହି.ସ)- ଭାରତୀୟ ଜନତା ପାର୍ଟିର ୪୭ତମ ସ୍ଥାପନା ଦିବସ ଅବସରରେ ସୋମବାର ରାଜ୍ୟ କାର୍ଯ୍ୟାଳୟ ଠାରେ ପତାକା ଉତୋଳନ କରାଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମା
ghrty


ଭୁବନେଶ୍ୱର, ୦୬ ଏପ୍ରିଲ (ହି.ସ)- ଭାରତୀୟ ଜନତା ପାର୍ଟିର ୪୭ତମ ସ୍ଥାପନା ଦିବସ ଅବସରରେ ସୋମବାର ରାଜ୍ୟ କାର୍ଯ୍ୟାଳୟ ଠାରେ ପତାକା ଉତୋଳନ କରାଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମାର, ଉପ ସଭାପତି ଡଃ ଯତୀନ ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସଭାପତି ଶ୍ରୀ ନିରଞ୍ଜନ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସମେତ ଦଳର ବରିଷ୍ଠ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତା ପ୍ରମୁଖ ଯୋଗ ଦେଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande