
ଭୁବନେଶ୍ୱର, 06 ଏପ୍ରିଲ (ହି.ସ.) ଓଡ଼ିଆ ପକ୍ଷ ପାଳନର ଷଷ୍ଠ ଦିବସରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଭୁବନେଶ୍ୱର ମହାନଗର ନିଗମ ତରଫରୁ ଲିଙ୍ଗରାଜ ମନ୍ଦିର ଠାରେ ସ୍ଵଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ହେବାକୁ ଥିବା ବେଳେ ପଞ୍ଚାୟତ ସମିତି କାର୍ଯ୍ୟାଳୟ, ଭୁବନେଶ୍ୱର ତରଫରୁ ଧଉଳି ଶାନ୍ତି ସ୍ଥୁପ, ଭୁବନେଶ୍ୱର ସ୍ଵଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହେବ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ