
ଭୁବନେଶ୍ୱର, 06 ଏପ୍ରିଲ (ହି.ସ.) ଆଜି ୬୯ ତମ ଜାତୀୟ ବିଦ୍ୟାଳୟ ସମୂହ ୧୭ ବର୍ଷ ଓ ୧୪ ବର୍ଷରୁ କମ୍ ଉଭୟ ବାଳକ ଓ ବାଳିକା ଖେଳାଳୀଙ୍କୁ ନେଇ ଜାତୀୟ ବିଦ୍ୟାଳୟସ୍ତରୀୟ ରଗବୀ ଚାମ୍ପିଅନସିପ ଓଡ଼ିଶାରେ ଆୟୋଜିତ ହେଉଛି । ଏହାର ଉଦଘାଟନୀ କାର୍ଯ୍ୟକ୍ରମରେ ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିବେ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ