ସିଲ୍କ ସିଟି ମହୋତ୍ସବ ଉଦଘାଟିତ
ଗଂଜାମ, 07 ଏପ୍ରିଲ୍ (ହି.ସ.) ଵ୍ରହ୍ମପୁର ଖଲ୍ଲିକୋଟ କଲେଜ ଖେଳ ପଡ଼ିଆଠାରେ ଗତ ସନ୍ଧ୍ୟାରେ ସିଲ୍କ ସିଟି ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏଥିରେ ଖଲ୍ଲିକୋଟ ବିଧାୟିକ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥି, ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାର ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଉଦବୋଧନ ଦେଇଥିଲେ। ଅନ
ସିଲ୍କ ସିଟି ମହୋତ୍ସବ ଉଦଘାଟିତ


ଗଂଜାମ, 07 ଏପ୍ରିଲ୍ (ହି.ସ.) ଵ୍ରହ୍ମପୁର ଖଲ୍ଲିକୋଟ କଲେଜ ଖେଳ ପଡ଼ିଆଠାରେ ଗତ ସନ୍ଧ୍ୟାରେ ସିଲ୍କ ସିଟି ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏଥିରେ ଖଲ୍ଲିକୋଟ ବିଧାୟିକ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥି, ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାର ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଉଦବୋଧନ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଏସ ପି ଡକ୍ଟର ସର୍ବଣା ଵିଵେକ ଏମ୍, ମେୟର ସଂଘମିତ୍ରା ଦଳେଇଙ୍କ ସମେତ ବହୁ ପଦସ୍ଥ ଅଧିକାରୀ ଜନନେତା ଅତିଥି ଭାବେ ଯୋଗଦେଇ ଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମହୋତ୍ସବ ଆସନ୍ତା ୧୨ତାରିଖ ଯାଏ ଅନୁଷ୍ଠିତ ହେବ।

ହିନ୍ଦୁସ୍ଥାନ ସମାଚାର / ହୃଷୀକେଶ


 rajesh pande