ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 07 ଏପ୍ରିଲ୍ (ହି.ସ.)- ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କଟକ ସଦର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ ଶ୍ରୀ ପ୍ରକାଶ
ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ     ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 07 ଏପ୍ରିଲ୍ (ହି.ସ.)- ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କଟକ ସଦର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ ଶ୍ରୀ ପ୍ରକାଶ

ଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ ନିକଟରେ

ଆପଣଙ୍କ ସୁଖ ସମୃଦ୍ଧି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande