
ଭୁବନେଶ୍ୱର, 07 ଏପ୍ରିଲ୍ (ହି.ସ.)- ବିଶ୍ୱ ସ୍ୱାସ୍ଥ୍ୟ ଦିବସରଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶ୍ୱ ସ୍ୱାସ୍ଥ୍ୟଦିବସ ଅବସରରେ, ଆସନ୍ତୁ ଆମେ ଏକ ସୁସ୍ଥ
ଏବଂ ଶକ୍ତିଶାଳୀ ସମାଜ ଗଠନ ପାଇଁ ଆମର ପ୍ରତିବଦ୍ଧତାକୁ ପୁନଃ ସ୍ଥିର କରିବା। ସମସ୍ତଙ୍କର
ସୁସ୍ଥତା ଓ କୁଶଳମଙ୍ଗଳର ଶୁଭେଚ୍ଛା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା