ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ଜୁଏଲ ଓରାମଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, ୦୭ ଏପ୍ରିଲ (ହି.ସ.)- ଆସନ୍ତା ୨୧ ତାରିଖରେ ରାଷ୍ଟ୍ରପତି ଶ୍ରୀମତୀଙ୍କ ରାଉରକେଲା ଗସ୍ତ ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମ ସମ୍ପର୍କରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ସୁନ୍ଦରଗଡ ସାଂସଦ ଶ୍ରୀ ଜୁଏଲ ଓରାମ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରିଛନ୍ତି ।
sh

ରାଷ୍ଟ୍ରପତିଙ୍କ ଏହି ଗସ୍ତ ଓଡ଼ିଶା ପାଇଁ ଏକ ଗର୍ବର ବିଷୟ। ଏହି କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ସଫଳ କରିବା ପାଇଁ ଆମ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତି ଓ ସହଯୋଗ ଜାରି ରଖିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

 rajesh pande