ମେଟ୍ରୋ ପ୍ରକଳ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସସ୍ମିତ ପାତ୍ରଙ୍କ ଚିଠି
ଭୁବନେଶ୍ୱର, 09 ଏପ୍ରିଲ୍ (ହି.ସ.)- ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ରାଜସ୍ଥାନର ଜୟପୁର ମେଟ୍ରୋ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆର୍ଥିକ ସହୟତା ପ୍ରଦାନ କରୁଥିବା ବେଳେ ଭୁବନେଶ୍ବରରେ ମେଟ
ମେଟ୍ରୋ ପ୍ରକଳ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସସ୍ମିତ     ପାତ୍ରଙ୍କ ଚିଠି


ଭୁବନେଶ୍ୱର, 09 ଏପ୍ରିଲ୍ (ହି.ସ.)- ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପକୁ ନେଇ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ରାଜସ୍ଥାନର ଜୟପୁର

ମେଟ୍ରୋ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆର୍ଥିକ ସହୟତା ପ୍ରଦାନ କରୁଥିବା ବେଳେ ଭୁବନେଶ୍ବରରେ

ମେଟ୍ରୋ ପ୍ରକଳ୍ପ ପାଇଁ କାହିଁକି ସହଯୋଗ ପ୍ରଦାନ କରୁନାହାନ୍ତି ବୋଲି ପ୍ରଶ୍ନ କରିଛନ୍ତି । ଏ ନେଇ କେନ୍ଦ୍ର ସରକାରଙ୍କ

ସହ ରାଜ୍ୟ ସରକାର ଯୋଗାଯୋଗ କରିବାକୁ

ମୁଖ୍ୟମନ୍ତ୍ରୀଙ୍କୁ ଚିଠିରେ ଉଲ୍ଲେଖ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande