
ଗଞାମ, ୯ ଏପ୍ରିଲ୍ (ହି.ସ.)- ଗୋଳନ୍ଥରା ଥାନା ରଣ୍ଢା ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥ କଡ଼ରୁ ପୁଲିସ ଆଜି ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ କରିଛି। ତାଙ୍କର ବୟସ ୪୫ ଵର୍ଷ ହେଵ ବୋଲି ଅନୁମାନ କରାଯାଉଛି। ପୁଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି।
ହିନ୍ଦୁସ୍ଥାନ ସମାଚାର / ହୃଷୀକେଶ