
ଭୁବନେଶ୍ୱର, 01 ମେ (ହି.ସ.)- ସାଂସଦ ଅନନ୍ତ
ନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝରର ଲୋକପ୍ରିୟ ସାଂସଦ ଶ୍ରୀ ଅନନ୍ତ
ନାୟକଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ
ମା'
ତାରିଣୀ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ
କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା