ପବିତ୍ର ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର-, 01 ମେ (ହି.ସ.) ପବିତ୍ର ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି।
ପବିତ୍ର ବୁଦ୍ଧ     ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର-, 01 ମେ (ହି.ସ.) ପବିତ୍ର

ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ

ସମସ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଆସନ୍ତୁ ବୁଦ୍ଧଙ୍କ ପ୍ରଦର୍ଶିତ ମାର୍ଗକୁ ଆପଣାଇ

ସମାଜରେ ସତ୍ୟ, ଶାନ୍ତି

ଓ ଅହିଂସା ପ୍ରତିଷ୍ଠା କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande