କେନ୍ଦୁଝର ସାଂସଦ ଅନନ୍ତ ନାଏକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 01 ମେ (ହି.ସ.)- କେନ୍ଦୁଝର ସାଂସଦ ଅନନ୍ତ ନାଏକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝରର ଲୋକପ୍ରିୟ ସାଂସଦ ଶ୍ରୀ ଅନନ୍ତ ନାଏକଙ୍କୁ ଜନ୍ମଦିନ ଉ
କେନ୍ଦୁଝର ସାଂସଦ ଅନନ୍ତ     ନାଏକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 01 ମେ (ହି.ସ.)- କେନ୍ଦୁଝର

ସାଂସଦ ଅନନ୍ତ ନାଏକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝରର ଲୋକପ୍ରିୟ

ସାଂସଦ ଶ୍ରୀ ଅନନ୍ତ ନାଏକଙ୍କୁ ଜନ୍ମଦିନ ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମା' ତାରିଣୀ ଆପଣଙ୍କୁ ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ

ଶକ୍ତି ପ୍ରଦାନ କରନ୍ତୁ ଏହା କାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande