
ଭୁବନେଶ୍ୱର, 01 ମେ (ହି.ସ.)- ପଣ୍ଡିତ
ରଘୁନାଥ ମୁର୍ମୁଙ୍କ ଜୟନ୍ତୀରେ ତାଙ୍କୁ ନବନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ସାନ୍ତାଳୀ କବି ତଥା ଅଲ୍ ଚିକି
ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ସାନ୍ତାଳୀ ସମାଜର
ଉନ୍ନତି ସହ ଭାଷା, ସାହିତ୍ୟକୁ
ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ପ୍ରେରଣାର ଉତ୍ସ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା