ପବିତ୍ର ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 01 ମେ (ହି.ସ.)- ପବିତ୍ର ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛାର ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଗୌତମ ବୁଦ୍ଧଙ୍କ ପବିତ୍ର ଜନ୍ମ ଦିବସ ତଥା ପବିତ୍ର ବୁଦ୍ଧ ପୂର୍ଣ୍ଣିମାର ଶୁଭ ଅବ
ପବିତ୍ର ବୁଦ୍ଧ     ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 01 ମେ (ହି.ସ.)- ପବିତ୍ର

ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛାର ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ

ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଗୌତମ ବୁଦ୍ଧଙ୍କ ପବିତ୍ର ଜନ୍ମ ଦିବସ

ତଥା ପବିତ୍ର ବୁଦ୍ଧ ପୂର୍ଣ୍ଣିମାର ଶୁଭ ଅବସରରେ ଶୁଭେଚ୍ଛା ଓ ଶୁଭକାମନା

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande