ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବିଜୟଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
ଭୁବନେଶ୍ୱର, 10 ମେ (ହି.ସ.)- ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବିଜୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆରେ ନିଜ ବାର୍ତ୍ତାରେ ନବୀନ ପଟ୍ଟନାୟକ କହିଛନ୍ତି ଯେ, ସେ ବିଶ୍ୱାସ କରନ୍ତି ଯେ ବିଜୟଙ୍କ ନେତୃତ୍ୱରେ ତ
ତାମିଲନାଡୁର     ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବିଜୟଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ


ଭୁବନେଶ୍ୱର, 10 ମେ (ହି.ସ.)- ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବିଜୟଙ୍କୁ

ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ଏନେଇ ସୋସିଆଲ ମିଡିଆରେ ନିଜ

ବାର୍ତ୍ତାରେ ନବୀନ ପଟ୍ଟନାୟକ କହିଛନ୍ତି ଯେ, ସେ ବିଶ୍ୱାସ କରନ୍ତି ଯେ ବିଜୟଙ୍କ ନେତୃତ୍ୱରେ ତାମିଳନାଡୁ ରାଜ୍ୟ ଜନସାଧାରଣଙ୍କ

ସହଯୋଗରେ ଉନ୍ନତିର ନୂତନ ଶିଖରକୁ ସ୍ପର୍ଶ କରିବ।

ସେ ମୁଖ୍ୟମନ୍ତ୍ରୀ ଭାବେ ବିଜୟଙ୍କ

ସଫଳ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande