ବିଶ୍ୱ ମାତୃ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 10 ମେ (ହି.ସ.)- ବିଶ୍ୱ ମାତୃ ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସ୍ନେହ, ଶକ୍ତି, ତ୍ୟାଗ ଏବଂ ଧୈର୍ଯ୍ୟର ମୂର୍ତ୍ତିମନ୍ତ ପ୍ରତୀକ ମା’। ସମଗ୍ର ମାନବ ଜଗତ ପ୍ରତି ମା’ମା
ବିଶ୍ୱ ମାତୃ ଦିବସର     ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 10 ମେ (ହି.ସ.)- ବିଶ୍ୱ ମାତୃ

ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସ୍ନେହ, ଶକ୍ତି, ତ୍ୟାଗ ଏବଂ ଧୈର୍ଯ୍ୟର ମୂର୍ତ୍ତିମନ୍ତ ପ୍ରତୀକ ମା’। ସମଗ୍ର ମାନବ ଜଗତ ପ୍ରତି ମା’ମାନଙ୍କ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ଆଜି ପାଳିତ ହେଉଛି ବିଶ୍ୱ

ମାତୃ ଦିବସ । ଏହି ନିଆରା ଦିନରେ ଆପଣମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande